ଉଭୟ ଉପର ଓ ତଳ ପଡ଼ିଆରେ ହେବ ବାଲିଯାତ୍ରା, ଆସନ୍ତା ବର୍ଷ କେବଳ ତଳ ପଡ଼ିଆରେ ଯାତ୍ରା ପାଇଁ ପଦକ୍ଷେପ ନେବ ପ୍ରଶାସନ

Published By : Prameya-News7 Bureau | November 07, 2024 IST

କଟକ ୭।୧୧: ଉପର ପଡିଆରେ ହେବ ବାଲିଯାତ୍ରା । ହାଇକୋର୍ଟରେ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କପି ଏଭଳି ରାୟ ଦେଇଛନ୍ତି । ଉପର ପଡିଆରେ ବାଲିଯାତ୍ରା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ହେବ ବାଲିଯାତ୍ରା । ଆସନ୍ତାବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ । 

ତେବେ ସହୟରେ ଭିଡ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ । ରାସ୍ତା କଡ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ୍ଣ ନିଷେଧ କଲେ ହାଇକୋର୍ଟ । ଆମ୍ବୁଲାନ୍ସ ଏବଂ ଅତ୍ୟାବଶ୍ୟକୀୟ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା କରୁଛି ପ୍ରଶାସନ ।


You Can Read:

ବହୁ ଚର୍ଚ୍ଚିତ ବ୍ରହ୍ମପୁର ଶାନ୍ତି ମିଶ୍ର ହତ୍ୟା ମାମଲା : ୧୧ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

  • odisha
  • OdishaNews
  • Baliyatra
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.