ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Published By : Prameya-News7 Bureau | February 21, 2024 IST

ପୁରୀ ୨୧।୦୨ : ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ପ୍ରାୟ ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୯ ଯାଏଁ ବନ୍ଦ ରହିପାରେ ଦର୍ଶନ ।

ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଏହି ସ୍ୱତନ୍ତ୍ର ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିଛି । ୨ୟ ଭୋଗ ମଣ୍ଡପ ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କୁ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ବନକଲାଗି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏଥିପାଇଁ ଅପରାହ୍ନରେ ଶ୍ରଦ୍ଧାଳୁମାନେ ପ୍ରାୟ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ।

wp:embed {"url":"https://www.prameyanews7.com/bcci-is-planning-to-start-ipl2024-from-march-22/","type":"wp-embed","providerNameSlug":"prameya-news-7"}
https://www.prameyanews7.com/bcci-is-planning-to-start-ipl2024-from-march-22/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.