suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର, ପୂର୍ବଶତ୍ରୁତାରୁ ହୋଇଥିଲେ ଅପହରଣ !

23/08/2022 at 1:10 PM

ବରଗଡ଼ ୨୩।୦୮ : ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର। ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଫିରିଙ୍ଗିମାଲରେ ଏଭଳି ଘଟଣା ଘଟିଛି। ପୀଡ଼ିତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

ସେପଟେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନାବାଳିକାଙ୍କୁ କେହି ଅପହରଣ କରିଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଗାଇସିଲେଟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪ ଜଣଙ୍କୁ ଗିରଫ କରି ପଚରାଉଚୁରା କରୁଛି। ନାବାଳିକାଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ତେବେ ନାବାଳିକାଙ୍କୁ କିଏ ଏବଂ କାହିଁକି ଅପହରଣ କରିଥିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତଦନ୍ତ ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

   Related Posts