oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଲଗାଣ ବର୍ଷାରେ ଭୁଶୁଡି ପଡିଲା ଘରର କାନ୍ଥ, ସ୍ୱାମୀ-ସ୍ତ୍ରୀ ଗୁରୁତର

15/08/2022 at 12:54 PM

ଭୁବନ ୧୫/୦୮: ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି । ଭୁବନ ଅଞ୍ଚଳରେ ଝିପିଝିପ ବର୍ଷା ଲାଗିରହିଥିଲା । ତେବେ ଆଜି ଘରର କାନ୍ଥ ପଡି ସ୍ବାମୀ ସ୍ତ୍ରୀ ଗୁରୁତର ହୋଇଥିବା ଦେଖିବାକୁ ମିଳିଛି ।

ଗୁରୁତର ଦୁହେଁ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ୍ବାର୍ଡ-୮ର ଦୈତାରୀ ପାତ୍ର ଓ ଲତା ପାତ୍ର ହୋଇଥିବା ଜଣାପଡିଛି । ତେବେ ଘଟଣାସ୍ଥଳରେ ଭୁବନ ନଗରପାଳ ପହଞ୍ଚି ଦୁଇ ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଦୁଇ ହଜାର ଟଙ୍କା ସହାୟତା ଦେଇଛନ୍ତି ।

   Related Posts