oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ, ଗିରଫ କରିପାରେ ଦିଲ୍ଲୀ ପୋଲିସ

29/07/2022 at 12:00 PM

କଟକ ୨୯।୦୭: ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ । ବର୍ଷାଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ । ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା ।

ଖବର ଅନୁଯାୟୀ, ୨୦୧୯  ଜୁଲାଇ ୯  ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି । ବଡକଥା ହେଉଛି ଗତ ୨୫ ତାରିଖରେ ଦିଲ୍ଲୀ ପୋଲିସର ଏକ ଟିମ ବର୍ଷାଙ୍କୁ ଖୋଜି କଟକରେ ପହଂଚିଥିଲା।  ପୁରୀ ଘାଟ ଥାନା ପୋଲିସ ସହଯୋଗ କରିନଥିଲା । ପରେ ବହୁତ ସମୟ ପରେ ବର୍ଷା ଓ ତାଙ୍କ ବଡ଼ ଭଉଣୀ ଥାନାକୁ ଆସି ସମନ ଗ୍ରହଣ କରିଥିବା ଜଣାପଡିଛି ।

   Related Posts