oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

୧୦ ଦଫା ଦାବି ନେଇ ବିଏମ୍‌ସି ଅଫିସ ଘେରିଲେ ବସ୍ତିବାସିନ୍ଦା

18/02/2021 at 12:05 PM

ଭୁବନେଶ୍ୱର ୧୮।୦୨: ବିଏମ୍‌ସି ଘେରିଲା ବସ୍ତି ସୁରକ୍ଷା ମଞ୍ଚ । ୧୦ ଦଫା ଦାବି ନେଇ ବିଏମ୍‌ସି ଘେରିଛନ୍ତି ବସ୍ତିବାସ୍ତିନ୍ଦା । ଖୁବଶୀଘ୍ର ତାଙ୍କ ସମସ୍ୟାର ସମାଧାନ କରିବାକୁ ଦାବି କରିଛି ବସ୍ତି ସୁରକ୍ଷା ମଞ୍ଚ ।

ବସ୍ତି ଥଇଥାନ ପାଇଁ ବିଶାଳ ସମାବେଶ । ୧୦ ଦଫା ଦାବୀ ନେଇ ବିଏମ୍‌ସି ଘେରିଛନ୍ତି ବସ୍ତିବାସିନ୍ଦା । ସରକାର ବସ୍ତିମୁକ୍ତ ସହର ଘୋଷଣା କରୁଥିବା ବେଳେ ବସ୍ତି ଭାଙ୍ଗି ନୂଆ ନୂଆ ବସ୍ତି ଗଢୁଥିବାର ଅଭିଯୋଗ କରିଛି ବସ୍ତି ସୁରକ୍ଷା ମଞ୍ଚ ।  ଏନେଇ ରାଜଧାନୀର ବିଭିନ୍ନ ସ୍ଥାନରୁ ଆସିଥିବା ବସ୍ତିବାସିନ୍ଦା ଆଜି ଆନ୍ଦୋଳନ କରିଛନ୍ତି ।

ତୁରନ୍ତ ସେମାନଙ୍କ ଦାବି ଶୁଣିବା ସହ ସମସ୍ୟାର ସମାଧାନ କରିବାକୁ ଦାବି କରିଛନ୍ତି । ଯଦି ଆଗାମୀ ଦିନରେ ସେମାନଙ୍କ ସମସ୍ୟାର ସମାଧାନ ନହୁଏ, ତେବେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ବସ୍ତି ସୁରକ୍ଷା ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts