AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ଜଙ୍ଗଲରୁ ପତ୍ର ତୋଳିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର

4/03/2020 at 7:57 PM

କରଞ୍ଜିଆ ୦୪।୦୩ : ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର । ମୟୁରଭଞ୍ଜ ଜିଲ୍ଲା ଜଶୀପୁର ଥାନା ଏକାତାଳି ଗାଁର ଘଟଣା । ଗୁରୁତର ଥିବା ବ୍ୟକ୍ତି କ୍ଷେତ୍ରମୋହନ ମହାନ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବୁଧବାର ଦିନ କ୍ଷେତ୍ରମୋହନ ଗାଁ ଜଙ୍ଗଲକୁ ପତ୍ର ତୋଲିବାକୁ ଯାଇଥିଲେ । ତେବେ ପତ୍ର ତୋଲିବା ସମୟରେ ଭାଲୁ ହଠାତ୍‌ ଆକ୍ରମଣ କରିଥିଲେ । ତେବେ ସ୍ଥାନୀୟଲୋକ କ୍ଷେତ୍ରମୋହନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ମେଡିକାଲରେ ଚିକିତ୍ସା ଜାରି ରହିଛି ।

   Related Posts