Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ସ୍କୁଲରେ ଛାତ୍ରୀ ଅଶାନ୍ତି, ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଜିଲ୍ଲାପାଳଙ୍କୁ ଭେଟିଲେ ଅଭିଭାବକ ଓ ଛାତ୍ରୀ

6/03/2023 at 12:43 PM

ଭଦ୍ରକ ୦୬।୦୩ : ସ୍କୁଲରେ ଛାତ୍ରୀ ଅଶାନ୍ତି । ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀ ଓ ଅଭିଭାବକ । ଭଦ୍ରକ ଜିଲ୍ଲା ଧୁଷୁରି ଉଚ୍ଚ ବିଦ୍ୟାଳୟର ଘଟଣା ।

ଖବର ଅନୁଯାୟୀ, ଧୁଷୁରି ଉଚ୍ଚ ବିଦ୍ୟାଳୟର ତପନ ମହାନ୍ତି ନାମକ ଶିକ୍ଷକ କେତେକ ଛାତ୍ରୀଙ୍କୁ ଡାକି ଅସଦାଚରଣ କରିଥିଲେ । ଘଟଣାକୁ ନେଇ ଧୁଷୁରି ଥାନାରେ ଅଭିଯୋଗ ପରେ ସଂପୃକ୍ତ ଶିକ୍ଷକଙ୍କ ଗିରଫ କରିଥିଲା ପୋଲିସ । ତେବେ ଶିକ୍ଷକଙ୍କ ଗିରଫ ପରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଛାତ୍ରୀମାନଙ୍କୁ ଏତଲା ଉଠାଇବା କହୁଥିବା ଅଭିଯୋଗ ହୋଇଛି । ଏମିତିକି ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଯାଉନଥିବା ବେଳେ ଅଭିଭାବକମାନେ ଭ୍ରଦକ ଜିଲ୍ଲାପାଳଙ୍କୁ ଭେଟିଛନ୍ତି । ପ୍ରଧାନଶିକ୍ଷୟିତ୍ରୀଙ୍କୁ ତୁରନ୍ତ ବଦଳି କରିବାକୁ ଦାବି କରିଛନ୍ତି ଅଭିଭାବକ ଓ ଛାତ୍ରୀ । ସେପଟେ ଘଟଣାକୁ ନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

   Related Posts