oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଗାଁରୁ ବାହାରିଲେ ୨୨ କୋଭିଡ୍ ପଜିଟିଭ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲେ ସରପଞ୍ଚ

21/05/2021 at 8:26 AM

ଚାନ୍ଦବାଲି,୨୧/୦୫: ରାଜ୍ୟରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ଭଦ୍ରକ ଜିଲ୍ଲାରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉନାହିଁ ।  ଜିଲ୍ଲାର ତିହିଡ଼ି ବ୍ଳକ  ହଳଧରବିଂଧା ଗାଁରେ ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସପ୍ତାହେ ପାଇଁ ଏହି ଅଞ୍ଚଳକୁ ସିଲ୍‌ କରାଯାଇଛି ।

ସୂଚନାନୁସାରେ, ହଳବିଧରବଂଧା ଗ୍ରାମରେ ୨୨ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏତେ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣର ଭୟ ରହିଛି । ତେଣୁ ସଂକ୍ରମଣ ଚେନ୍ ଭାଙ୍ଗିବା ସହ ଗତିରେ ରୋକ୍ ଲଗାଇବା ପାଇଁ ସରପଞ୍ଚ ମିନତି ଦାସ ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ।ଏହାସହ ସାହିତ ପ୍ରବେଶ ପଥରେ ବାଡ଼ ବସାଇ ସିଲ୍‌ କରିଛନ୍ତି ।ଗ୍ରାମ ଭିତରକୁ କେହି ପ୍ରବେଶ କରିପାରିବେ ନାହିଁ କିମ୍ବା ଗ୍ରାମରୁ କେହି ବାହାରକୁ ଯାଇପାରାବେ ନାହିଁ ବୋଲି ସରପଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts