vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଆସନ୍ତାକାଲି ଭାରତ ବନ୍ଦକୁ ସଫଳ କରିବା ପାଇଁ କଟକ ନଗର କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୌଠକ ଅନୁଷ୍ଠିତ

9/09/2018 at 5:57 PM

କଟକ ୯/୯ : ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତା କାଲି ଭାରତ ବନ୍ଦ ଡାକରା ଦେଇଛି ଜାତୀୟ କଂଗ୍ରେସ… ତେବେ କଟକ ସହରରେ ଏହି ବନ୍ଦକୁ ସଫଳ କରିବା ପାଇଁ କଟକ ନଗର କଂଗ୍ରେସ ପକ୍ଷରୁ ଏକ ପ୍ରସ୍ତୁତି ବୌଠକ ଅନୁଷ୍ଠିତ ହୋଇଯାଇଛି….ତେବେ ଏହି ଶାନ୍ତି ପୂର୍ଣ୍ନ ବନ୍ଦରେ ଜନ ସାଧାରଣ ସହଯୋଗ କରିବା ସହ ବ୍ୟାପକ ପରିମାଣର ସମର୍ଥନ ଦେବେ ବୋଲି କଟକ ନଗର କଂଗ୍ରେସ ସଭାପତି ସୂଚନା ଦେଇଛନ୍ତି… ଆସନ୍ତା କାଲି ସକାଳୁ ରେଳ ରୋକ କରାଯିବା ସହ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯିବ ବୋଲି ନଗର କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି….

   Related Posts