previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଜଙ୍ଗଲର ରାଜାକୁ ପାଳିବା ପାଇଁ ଟଙ୍କା ନାହିଁ : ଚିଡିଆଖାନାର ସିଂହକୁ ବିକ୍ରି କରିଦେବ ପାକିସ୍ତାନ
  • ||

ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା, ଏବେ ହୋମ୍ କ୍ବାରେଣ୍ଟାଇନ୍‌ରେ

20/08/2020 at 12:40 PM

ଭୁବନେଶ୍ବର ୨୦।୮: ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କୋଭିଡ୍-୧୯ ପଜିଟିଭ୍ ଥିବା ଜଣାପଡିଛି । ସେ ପଜିଟିଭ୍ ଥିବା ନେଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । କୋଭିଡ୍-୧୯ର ଲକ୍ଷଣ ଦେଖାଯିବା ପରେ ସେ ତାଙ୍କର କରୋନା ପରୀକ୍ଷା କରାଇଥିଲେ । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ହୋମ୍ କ୍ବାରେଣ୍ଟାଇନ୍ ରେ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋଙ୍କୁ ଆଇସୋଲେସନରେ ରହିବା ସହ ସେମାନଙ୍କର କରୋନା ପରୀକ୍ଷଣ କରାଇବା ପାଇଁ ସେ ଅନୁରୋଧ କରିଛନ୍ତି ।

   Related Posts