Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

କେଶରୀ ମଲ୍‌ରେ ପୁଣି ଅଗ୍ନିକାଣ୍ଡ, ପ୍ରଥମ ଓ ଦ୍ୱିତୀୟ ମହଲାରେ ଲାଗିଛି ନିଆଁ

12/06/2022 at 12:20 PM

ଭୁବନେଶ୍ୱର ୧୨।୦୬: କେଶରୀ ମଲ୍‌ରେ ପୁଣି ଅଗ୍ନିକାଣ୍ଡ । ଭୁବନେଶ୍ୱର କେଶରୀ ମଲ୍‌ର ପ୍ରଥମ ଓ ଦ୍ୱିତୀୟ ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଲାଗିଛି । ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି । ବର୍ତ୍ତମାନ ଲାଗି ଲୋକଙ୍କ ପାଇଁ ବନ୍ଦ କରାଯାଇଛି ମଲ୍ ।

ଖବର ଅନୁଯାୟୀ, ରଜ ପାଇଁ କେଶରୀ ମଲ୍‌ରେ ପ୍ରବଳ ଭିଡ ଲାଗିରହିଥିଲା । ହଠାତ୍‌ ଏହି ସମୟରେ କେଶରୀ ମଲ୍‌ର ପ୍ରଥମ ଓ ଦ୍ୱିତୀୟ ମଲ୍‌ରେ ନିଆଁ ଲାଗିଥିବାର ଖବର ମିଳିଥିଲା । ଯାହାକୁ ଶୁଣି ମଲ୍‌ରେ ଥିବା ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଯାଇଥିଲା । ତେବେ ସର୍ଟ ସର୍କିଟ ଯୋଗୁଁ ମଲ୍‌ରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ ଯେ, ଗତ ମାସରେ ମଧ୍ୟ ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ନିକଟରେ ଥିବା କେଶରୀ ମଲ୍‌ରେ ଅଗ୍ନିକାଣ୍ଡ ହୋଇଥିଲା । ମଲ୍‌ର ୬ରୁ ୭ଟି ଶୋ ରୁମ୍‌ରେ ନିଆଁ ଲାଗିଥିଲା । ରାତି ପ୍ରାୟ ସାଢ଼େ ୧୨ ସମୟରେ ନିଆଁ ଲାଗିଥିବା ବେଳେ ୪୫ ମିନିଟ୍‌ର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା ।

   Related Posts