previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି

20/05/2022 at 8:16 AM

ଭୁବନେଶ୍ବର ୨୦।୦୫ : ରାଜଧାନୀରେ ଫୁଟିଲା ବୋମା । ଭୁବନେଶ୍ବର ଜଗନ୍ନାଥ ନଗରରେ ୨ଟି ବୋମାମାଡ ହୋଇଛି । ବୋମାମାଡର କାରଣ ଅସ୍ପଷ୍ଟ ରହିଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଥିବା ବେଳେ ସ୍ଥାନୀୟ ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି ।

ସେପଟେ ବୋମାମାଡ଼ ଖବର ପାଇ ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । କିଏ ଓ କାହିଁକି ବୋମମାଡ଼ କରିଛି । ଏହା ପଛରେ କାରଣ କଣ ? ପୂର୍ବଶତ୍ରୁତା ନା ଆଉ କଣ । ତାହା ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସ୍ଥାନୀୟଲୋକେ କହିଛନ୍ତି ।

   Related Posts