Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଠକେଇ ଅଭିଯୋଗ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା

7/12/2022 at 8:59 AM

ଭୁବନେଶ୍ୱର ୦୭।୧୨ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା । ସୁନା ଦୋକାନରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗ । ଭୁବନେଶ୍ୱର ସହିଦ ଥାନାରେ ଏନେଇ ମାମଲା ରୁଜୁ ହୋଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ସତ୍ୟନଗର ଅଞ୍ଚଳରେ କଲ୍ୟାଣୀ ନାୟକ ନାମକ ଜଣେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି । ତାଙ୍କ ଏତଲା ଅନୁସାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୁନା ଦୋକାନାରେ ଚାକିରୀ କରେଇଦେବା ନାଁରେ ଠକେଇ କରିଛନ୍ତି । ୩୦ ହଜାର ଟଙ୍କା ଠକେଇ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସହିଦ ନଗର ଥାନାରେ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ ।  

   Related Posts