୧୦୮ ସେବାରେ ୧୫୦ଟି ନୂଆ ଆମ୍ୱୁଲାନ୍ସ, ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

NEWS7
bhupesh-baghel-to-take-oath-as-chatishgarh-cm-tomorrow

ଭୁବନେଶ୍ୱର ୨୩।୧୨: ସ୍ୱାସ୍ଥ୍ୟ ସେବାରେ ଆସିବ ଆହୁରି ଉନ୍ନତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ଆଉ ୧୫୦ ନୂଆ ଆମ୍ବୁଲାନ୍ସ । ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ ନୂଆ ଆମ୍ବୁଲାନ୍ସ । କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି ।