oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବିଧାନ ପରିଷଦ ଗଠନ ପ୍ରସଙ୍ଗ, ରାଜ୍ୟ ପଠାଇଥିବା ଚିଠିର ଉତ୍ତର ଦେଲା କେନ୍ଦ୍ର

6/03/2022 at 1:35 PM

ଭୁବନେଶ୍ୱର ୦୬।୦୩ :  ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି କେନ୍ଦ୍ର ସରକାର । ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ସେହିପରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ ଟି ଚିଠି ଲେଖାଯାଇଥିଲା । ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି।

ସେପଟେ ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ। ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ ବୋଲି କହିଛନ୍ତି ବାଚସ୍ପତି  ସୂର୍ଯ୍ୟ ନାରାୟଣ ପାତ୍ର ।

   Related Posts