କଟକ ୨୬।୧୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଦ୍ୟାଭାରତୀ । ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଜାମିନ ଆବଦେନ କଲେ ବିଦ୍ୟାଭାରତୀ ପଣ୍ଡା । ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଗିରଫ ହୋଇ ଏବେ ଜେଲ୍‌ରେ ଅଛନ୍ତି ବିଦ୍ୟାଭାରତୀ । ପାରାଳାଖେମୁଣ୍ଡି କୋର୍ଟରେ ଆତ୍ମସମର୍ପଣ କରିଥିଲେ ବିଦ୍ୟାଭାରତୀ ।