Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ସୀମାନ୍ତ ଜିଲ୍ଲାକୁ ଫୋକସ, ଟିକାକରଣକୁ ଅଧିକ ଗୁରୁତ୍ୱ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

15/12/2021 at 12:12 PM

ଭୁବନେଶ୍ୱର ୧୫।୧୨: ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲ୍ଲା ଉପରେ ଅଧିକ ଫୋକସ କରାଯାଉଛି । ସର୍ଭିଲାନ୍ସ ଓ ଭ୍ୟାକ୍ସିନେସନକୁ ଗୁରୁତ୍ୱ ଦିଆଯାଉଛି । ବାହାରୁ ଆସୁଥିବା ଲୋକମାନଙ୍କର ସର୍ଭିଲାନ୍ସକୁ କଡାକଡି କରାଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜିନମ୍ ସିକ୍ୟୁଏନସିଂ କରାଯାଉଛି । ଟିକାକରଣକୁ ଆମେ ଗୁରୁତ୍ୱ ଦେଉଛୁ । ଖୁବ ଶୀଘ୍ର ଟିକା କରଣ ପାଇଁ ଆମର କାର୍ଯ୍ୟ ଜାରି ରହିଛି । ଆର୍ଟ ରିକ୍ସ ଦେଶରୁ ଯେଉଁମାନେ ଆସୁଛନ୍ତି  । ତାଙ୍କ ଉପରେ କଡ଼ା ନଜର ରଖାଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବର୍ତ୍ତମାନ ଏହା ଉପରେ ଅଧିକ ଗବେଷଣା ଚଳାଇଛି । ଏହି ଭ୍ୟାରିୟାଣ୍ଟ  ଅଧିକ ଘାତକ ହେଉ କି ନ ହେଉ ଆମକୁ ସତର୍କ ରହିବାକୁ ପଡ଼ିବ ।

   Related Posts