୩୫୩ ନମ୍ୱର ଜାତୀୟ ରାଜପଥରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇଜଣ ଗୁରୁତର
8/09/2022 at 6:12 PM

ନୂଆପଡା, ୦୮/୦୯: ୩୫୩ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିିଛି । ନେସନାଲ କଲେଜ ପାଖରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ନୂଆପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ କାହାର ପରିଚୟ ଏପର୍ଯ୍ୟନ୍ତ ମିଳିନଥିବା ଜଣାପଡ଼ିଛି ।
Related Posts
ତହସିଲ୍ ଅଫିସ୍ ଆଗରେ ୭ ଦଫା ଦାବିରେ ମତ୍ସ୍ୟଜୀବିଙ୍କ ଧାରଣ
30 January 2023
ପରିବା ବିକାଳି ଉପରେ ମାଡିଗଲା ଗାଡି, ୨ ମୃତ
30 January 2023