ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାସ୍ତାକଡ଼ ଶାଳ ଗଛରେ ପିଟି ହେଲା ଆପାଚି ବାଇକ୍‌, ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ

12/06/2022 at 7:28 PM

କୁଚିଣ୍ଡା, ୧୨/୦୬: ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଘନସରା ରବଗାଁ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାକଡରେ ଥିବା ଶାଳ ଗଛରେ ଏକ ଆପାଚି ବାଇକ୍‌ ପିଟି ହୋଇଛି । ଫଳରେ ବାଇକରେ ବସିଥିବା ୩ ଜଣଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଗଡପୋଷ ଫାଣ୍ଡି ଅଧିକାରୀ ଗଡପୋଷ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିବା ବେଳେ ସମସ୍ତଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି । ମୃତକ ୩ ଜଣ ସାଙ୍କବାହାଲର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

   Related Posts