ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

27/10/2022 at 9:28 PM

ଝାରସୁଗୁଡା, ୨୭/୧୦: ଝାରସୁଗୁଡା ଜିଲ୍ଲା ତାଲପଟିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଆଜି ସନ୍ଧ୍ୟା ସମୟରେ ତାଲପଟିଆ ଛକ ନିକଟରେ ଏକ ଟ୍ରକ୍‌, ବାଇକ୍‌କୁ ଧକ୍କା ଦେଇଥିଲା l ଯାହାଫଳରେ ବାଇକ୍ ଚାଳକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି । ତେବେ ଏ ପର୍ଯ୍ୟନ୍ତ ବାଇକ୍ ଚାଳକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts