oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଆଗକୁ ଆସିଗଲା କୁକୁର, ଖୁଣ୍ଟରେ ପିଟି ହୋଇଗଲା ବାଇକ୍ : ଜଣେ ମୃତ

27/12/2021 at 10:26 AM

ସୋର ୨୭/୧୨: ମହୋତ୍ସବ ଦେଖି ଫେରୁଥିବା ବେଳେ ବାଇକ ଦୁର୍ଘଟଣା । ଜଣେ ଯୁବକ ମୃତ । ଅନ୍ୟ ଜଣେ ଗୁରୁତର l ମୃତ ଯୁବକ ହେଲେ ଶରତ ନାୟକ । ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ବାଙ୍ଗର ଖଡିଗଡ଼ିଆ ଗ୍ରାମରେ ।

ସୂଚନା ଅନୁଯାୟୀ, ରବିବାର ରାତିରେ ଶରତ ନାୟକ ଏବଂ ତାର ସାଙ୍ଗ ସିମୁଳିଆ ମହୋତ୍ସବ ଦେଖିବାକୁ ଆସିଥିଲେ । ସେଠାରୁ ଫେରୁଥିବା ବେଳେ  ବାଙ୍ଗର ଖଡିଗଡ଼ିଆ ମଠ ନିକଟରେ ଏକ ବାଇକଟି କୁକୁରକୁ ଧକ୍କା ଦେଇ ବିଦ୍ୟୁତ ଖୁଣ୍ଟରେ  ବାଡେଇ ହୋଇଯାଇଥିଲା। ସେଠାରେ ଉପସ୍ଥିତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ସିମୁଳିଆ ମେଡ଼ିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଶରତଙ୍କୁ ମୃତ ଘୋଷଣା କରିଥିଲେ ।  ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ଖବର ପାଇ ସିମୁଳିଆ ପୋଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟ ପଟେ ଶରତଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।  

   Related Posts