suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

କଟକ-କେନ୍ଦ୍ରାପଡ଼ା ରାସ୍ତାରେ ବାଇକ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ବାଇକ୍‌ ଆରୋହୀ ଗୁରୁତର

20/12/2022 at 10:19 PM

ନିଶ୍ଚିନ୍ତକୋଇଲି,୨୦/୧୨: ନିଶ୍ଚିନ୍ତକୋଇଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଗୁରୁତର ବାଇକ୍ ଆରୋହୀ କେନ୍ଦ୍ରାପଡ଼ା ଅଂଚଳର ହୋଇଥିବା ସୂଚନା ମିଳିଛି । କଟକ-କେନ୍ଦ୍ରାପଡା ରାସ୍ତାର ସୁକରପଡା ଡ଼ାକବଙ୍ଗଳା ଛକ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି ।

   Related Posts