vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ତପ୍ତପାଣି ଘାଟି ନିକଟରେ ବାଇକକୁ ପିଟିଲା କୋଇଲା ବୋଝେଇ ଟ୍ରକ, ଜଣେ ମୃତ, ଜଣେ ଗୁରୁତର  

19/05/2022 at 7:58 PM

ସାନଖେମୁଣ୍ଡି, ୧୯।୦୫: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ନିକଟ ମୃଗ ବିହାର ସମ୍ମୁଖରେ ଦୁର୍ଘଟଣା। ବାଇକକୁ ପିଟିଲା କୋଇଲା ବୋଝେଇ ଟ୍ରକ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଯୁବକ ଜଣଙ୍କ ଗଜପତି ଜିଲ୍ଲା ମୋହନା ଥାନା ଆଲ୍ଲାକୁମ୍ପାର ଡି.ଦିବାକର ରଇତ (୩୩) । ଗୁରୁତର ଜଣଙ୍କ ସାନଖେମୁଣ୍ଡି ପାଟପୁର ଥାନା କାଳିବରେଇ ଗ୍ରାମର ସଂଜୀବ ଶବର (୨୬) ।

ଘଟଣା ସ୍ଥଳରେ ପାଟପୁର ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ଟ୍ରକଟି ବ୍ରହ୍ମପୁରରୁ ରାୟଗଡା ଯିବା ବେଳେ ତପ୍ତପାଣି ନିକଟରେ ବାଇକକୁ ଧକ୍କା ଦେଇଥିଲା । ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବ। ସୂଚନା ମିଳିଛି । ପୋଲିସ ଗୁରୁତର ଆହତ ବ୍ୟକ୍ତିଙ୍କୁ ଦିଗପହଣ୍ଡି ମେଡ଼ିକାଲରେ ଭର୍ତ୍ତି କରିଥିବା ବେଳେ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇ ଥିବା ସୂଚନା ମିଳିଛି ।

   Related Posts