ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଆରୋହୀଙ୍କ ଜୀବନ

15/12/2020 at 11:11 AM

ପଟ୍ଟାମୁଣ୍ଡାଇ ୧୫।୧୨: ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରପଡା ଜିଲ୍ଲା ବଡପଡା ନିକଟରେ ଦୁର୍ଘଟଣା ଘଟିଛି ।  ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ରାମଚନ୍ଦ୍ରପୁର ଗାଁର କୁନା ସାମଲ । ବିଳମ୍ବିତ ରାତିରେ କୁନା ନିଜ ଘରକୁ  ଯାଉଥିବା ସମୟରେ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts