ଭୁବନେଶ୍ବର ୧୭।୧୨: ଆସନ୍ତା ଜାନୁଆରୀ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ ଜଙ୍ଗଲ ଓ ପରିବେଶ ବିଭାଗ ପର୍ଯ୍ୟଟନ ବିଭାଗର ବି ସହଯୋଗ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟକୁ ପକ୍ଷୀ କମ୍ ଆସିବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ହୋଇ ରୁ ଡିଗ୍ରୀ ହୋଇଛି ପକ୍ଷୀଙ୍କ ସୁରକ୍ଷା ପାଇଁ ପକ୍ଷୀ ସଂରକ୍ଷଣ, ଆଧୁନିକ ୱାଚ୍ ଟାୱାର, ଏନକ୍ଲୋଜର ନିର୍ମାଣ ହେବ, ପକ୍ଷୀ ମାନଙ୍କ ପାଇଁ ଆଧୁନିକ ପରିବେଶ ତିଆରି କରିବା ଏବଂ ଲୋକଙ୍କୁ ଜାଗୃତ କରାଯିବ ସେହିପରି ଶିକାରୀ ମାନଙ୍କ ଗତିବିଧି ରୋକାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି