oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀଗଣନା

18/09/2019 at 10:11 AM

ପଟ୍ଟାମୁଣ୍ଡାଇ ୧୮।୯: ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠାରୁ ପକ୍ଷୀଗଣନା ହେବ । ୨୪  ତାରିଖ ପର୍ଯ୍ୟନ୍ତ ପକ୍ଷୀଗଣନା ଚାଲିବ  । ଏନେଇ ଦୁଇଟି  ଦଳ ଗଠନ କରାଯାଇଛି । ପ୍ରତି ଦଳରେ ୫ ଜଣ କର୍ମଚାରୀ ନିଯୁକ୍ତି ହୋଇଛନ୍ତି ।

ମୁଖ୍ୟତଃ ଏହି ସମୟରେ କାପରଖାଇ, ଅଜଂନା, ରାଣୀବଗ, ପାଣିକୁଆ, ଖଇରା ଓ ଗେଣ୍ଡାଳିଆ ଆଦି ପ୍ରଜାତିର ପକ୍ଷୀ ଦେଶର କୋଣ ଅନୁକୋଣରୁ ଏଠାକୁ ବଂଶବିସ୍ତାର ପାଇଁ ଆସନ୍ତି । ଗୁଁଆ, ବନୀ ଓ କେରୁଆ ଗଛରେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି ।

   Related Posts