oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ପାଟଣା ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ, ବିଦେଶୀ ପକ୍ଷୀଙ୍କ ସୁରକ୍ଷା ଉପରେ ବନ ବିଭାଗର ନଜର

5/01/2022 at 9:46 AM

ପାଟଣା ୦୫।୦୧: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ । ରେଞ୍ଜର ୩ଟି ସେକ୍ସନରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହେଉଥିବା ବେଳେ ବନ କର୍ମଚାରୀଙ୍କ  ଦ୍ୱାରା ପକ୍ଷୀ ଗଣନା କାର୍ଯ୍ୟ ହେଉଥିବା ପାଟଣା ରେଞ୍ଜର ଟିକେଶ୍ୱର ମହାନ୍ତ ସୂଚନା ଦେଇଛଛନ୍ତି।

ସେହିପରି ଖୀରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ୩ ଟି ସ୍ଥାନରେ ପକ୍ଷୀ ଗଣନା କାର୍ଯ୍ୟ ଜାରି ରହିଛି। ତେବେ  ଖିରେଇଟାଙ୍ଗିରୀ ର ବଡ଼ବନ୍ଧ ଓ ରାଜବନ୍ଦକୁ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ କମ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥିବା ଜଣାପଡ଼ିଛି। ପକ୍ଷୀଙ୍କ କିଚିରି ମିଚିରି ଶବ୍ଦ ପରିବେଶ ବିତ ଓ ପକ୍ଷୀ ପ୍ରେମୀଙ୍କୁ ବେଶ ଆନନ୍ଦ ଦେଉଥିବା ବେଳେ ପକ୍ଷୀଙ୍କ ସୁରକ୍ଷା ପାଇଁ ବନ ବିଭାଗ କଡା ନଜର ରଖିଛି।

   Related Posts