ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ନବରଙ୍ଗପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ବିଜୟୀ

23/05/2019 at 2:39 PM

ନବରଙ୍ଗପୁର ୨୩|୫: ନବରଙ୍ଗପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ତାଙ୍କ ନିକଟତମ ପ୍ରତିନ୍ଦ୍ବନ୍ଦ୍ବୀ ଗୌରିଶଙ୍କରଙ୍କୁ ୭ହଜାର ୮୯ ଖଣ୍ଡ ଭୋଟ୍ ରେ ପରାସ୍ତ କରି ବିଜୟୀ ହୋଇଛନ୍ତି । ନବରଙ୍ଗପୁର ବିଧାନସଭା ଆସନରେ ବିଜେଡି ଏଥର ପ୍ରାର୍ଥୀ ପରିବର୍ତ୍ତନ କରିଥିଲା ।

ନବରଙ୍ଗପୁର ବିଧାୟକ ମନୋହର ରନ୍ଧାରୀଙ୍କୁ ଡାବୁଗାଁ ଆସନରୁ ପ୍ରାର୍ଥୀ କରିବା ସହ ସଦାଶିବ ପ୍ରଦାନୀଙ୍କୁ ନବରଙ୍ଗପୁର ଆସନ ଦିଆଯାଇଥିଲା । ନବରଙ୍ଗପୁର ଆସନରେ କଂଗ୍ରେସ ସଦାଶିବ ନାୟକଙ୍କୁ ପ୍ରାର୍ଥୀ କରିଥିଲା ।

   Related Posts