Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ନବୀନ ନିବାସରେ ରୁଦ୍ଧ ଦ୍ୱାର ବୈଠକ, ୫୦ରୁ ଅଧିକ ବିଜେଡି ନେତାଙ୍କୁ ଡକରା

7/12/2022 at 11:49 AM

ଭୁବନେଶ୍ୱର ୦୭/୧୨: ନବୀନ ନିବାସରେ ଶାସକ ଦଳର ରୁଦ୍ଧ ଦ୍ୱାର ବୈଠକ । ୫୦ରୁ ଉର୍ଦ୍ଧ୍ୱ ନେତାଙ୍କୁ ବିଜେଡି ସୁପ୍ରିମୋଙ୍କ ଡ଼କରା । ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରଗଡ଼ ପର୍ଯ୍ୟବେକ୍ଷକ ସୁଧୀର ସାମଲ, ମନ୍ତ୍ରୀ ରୋହିତ ପୂଜାରୀ, ବିଧାୟକ ବ୍ରଜ ପ୍ରଧାନ ଓ ସୁଶାନ୍ତ ରାଉତଙ୍କ ଭଳି ଅନେକ ବଡ଼ ବଡ଼ ନେତାଙ୍କୁ ଚାଲିଛି ବୈଠକ । ତେବେ ବୈଠକର ମୁଖ୍ୟ ଏଜେଣ୍ଡା କଣ ଜଣାପଡିନି ।

   Related Posts