vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବିଜେଡିର ମହାସମ୍ମିଳନୀ

22/04/2018 at 8:02 AM

ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ସମ୍ମିଳନୀ ଚାଲିଛି
ମହାନଦୀ ମହାସମ୍ମିଳନୀରେ ୧୫ ଜିଲ୍ଲାର ନେତା ଓ ବିଶେଷଜ୍ଞ ଉପସ୍ଥିତ
ମହାନଦୀ ନେଇ ଆଇନଗତ ଓ ବୈଷୟିକ ଦିଗ ଉପରେ ଚର୍ଚ୍ଚା ଚାଲିଛି
ଛତିଶଗଡ଼ର କଲମା ଗେଟ ବନ୍ଦ ଯୋଗୁ ମହାନଦୀ ସ୍ଥିତି ଉଦ୍ବେଗ ଜନକ ରହିଛି
ଓଡିଶା ପ୍ରତି କେନ୍ଦ୍ର ସରକାର ବୈମାତୃକ ମନୋଭାବ ଦେଖାଉଥିବା ଲୋକଙ୍କ ପାଖରେ ପହଞ୍ଚାଇବ ବିଜେଡି

Leave a Reply

   Related Posts