ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ, PMAYରେ ଘର ଯୋଗାଇଦେବାକୁ ଦାବି

14/12/2021 at 1:29 PM

ନୂଆଦିଲ୍ଲୀ ୧୪।୧୨: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ । କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ବିଜେଡି ସାଂସଦମାନେ ଭେଟିଛନ୍ତି । PMAYରେ ଓଡ଼ିଶାକୁ ଘର ଯୋଗାଇଦେବା ପାଇଁ ସାଂସଦମାନେ ଦାବି କରିଛନ୍ତି । ସାଂସଦମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦାବିକୁ ଦୋହରାଇଛନ୍ତି ।

ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ PMAYରେ ଘର ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ । ଖୁବ୍‌ଶୀଘ୍ର ବିଜେଡି ସାଂସଦଙ୍କ ସହ ଆଲୋଚନା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ତେବେ ସାଂସଦମାନେ ଫନି ବିପନ୍ନଙ୍କ ପାଇଁ ଘର ଯୋଗାଇ ଦେବାକୁ ଦାବି କରିଛନ୍ତି ।

   Related Posts