vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଆଜିଠାରୁ ଏକ ମାସ ଧରି ସାରା ରାଜ୍ୟରେ ପଦଯାତ୍ରା କରିବ ବିଜେଡି

2/10/2018 at 12:10 PM

ଭୁବନେଶ୍ୱର ୨/୧୦ : ଆଜି ଜାତିର ପିତା ଗାନ୍ଧୀଜି ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ | ଆଜି ଠାରୁ ଏକ ମାସ ଧରି ସାରା ରାଜ୍ୟରେ ପଦଯାତ୍ରା କରିବ ବିଜୁ ଜନତା ଦଳ | ଗାନ୍ଧୀ ଜୟନ୍ତୀ ଠାରୁ ଜୟପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ପଦଯାତ୍ରା କରୁଥିଲା ବିଜେଡି | କିନ୍ତୁ ଗତବର୍ଷ ଠାରୁ ଅକ୍ଟୋବର ୨ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଏକ ମାସ ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି |

   Related Posts