ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବି : କେନ୍ଦ୍ର ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଟିମ୍
6/12/2021 at 3:42 PM

ନୂଆଦିଲ୍ଲୀ ୬।୧୨: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପାଇଁ ଦାବି କଲା ବିଜେଡି । କେନ୍ଦ୍ର ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନରାମ ମେଘୱାଲଙ୍କୁ ବିଜେଡିର ସଂସଦୀୟ ଦଳ ନେତା ପିନାକୀ ମିଶ୍ରଙ୍କ ନେତୃତ୍ବରେ ବିଜେଡି ସାଂସଦମାନେ ଭେଟିଛନ୍ତି । ଓଡିଶାର ସଭ୍ୟତା, ଆତିଥ୍ୟ, ପରମ୍ପରା ଏବଂ ଅସ୍ମିତା ବହନ କରୁଛି ପାଇକ ବିଦ୍ରୋହ ।
Related Posts
ମାଲକାନଗିରିରେ କମ୍ୱିଂ ବେଳେ ପୋଲିସକୁ ସଫଳତା, ମାଓ କ୍ୟାମ୍ପ ଠାବ
24 March 2023
ଶୌଚ ହେବାକୁ ଯାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
24 March 2023
କୁଟୁରା ମାରିବା ଅଭିଯୋଗରେ ଶିକାରୀ ଗିରଫ
23 March 2023