୮ ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ତାଲିକା : ସାଲେପୁରରୁ ଅରିନ୍ଦମ୍, ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ପ୍ରାର୍ଥୀ

Published By : Prameya-News7 Bureau | April 27, 2024 IST

ଭୁବନେଶ୍ବର ୨୭।୪: ଓଡିଶା ପାଇଁ ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ତେବେ ଦଳ ପକ୍ଷରୁ ପ୍ରକାଶିତ ତାଲିକା ଅନୁଯାୟୀ, ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାଏକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ପ୍ରାର୍ଥୀ ହୋଇଛନ୍ତି ।

 

 

 

You Can Read :

ଉତ୍ତରାଧିକାରୀ ହେବେ କି ସୁକନ୍ୟା ? ପଲିଟିକ୍ସରେ ନେତାଙ୍କ କନ୍ୟାରତ୍ନ 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.