oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବିଜେପିର ଗଣ ଧାରଣା

16/12/2020 at 10:44 PM

ଭଦ୍ରକ ୧୬।୧୨: ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବିଜେପିର ଗଣଧରଣା ଓ ପ୍ରତିବାଦ। ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବିଜେପି ତରଫରୁ ଭଣ୍ଡାରୀପୋଖରୀ ବ୍ଲକ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ ସଭା କରାଯାଇଛି ।

ଭଦ୍ରକ ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିଛି । କଂଗ୍ରେସ ପରେ ଏବେ ଜିଲ୍ଲା ବିଜେପି ମଧ୍ୟ ରାସ୍ତାକୁ ଓହ୍ଲାଇଛି । ଆଜି ଏହି ପରିପ୍ରେକ୍ଷୀରେ ଭଣ୍ଡାରିପୋଖରୀ ବିଜେପି ପକ୍ଷରୁ ପାର୍ଟି କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ଵଜାର ପରିକ୍ରମା କରି ଵ୍ଲକ କାର୍ଯ୍ୟାଳୟ  ସମ୍ମୁଖ ରେ ଗଣଧାରଣା ଦେଇଛି ।  ଏଥିରେ ଭଣ୍ଡାରିପୋଖରୀ ବିଜେପି ନେତା ବଦ୍ରିନାରାୟଣ ଧଳଙ୍କ ନେତୃତ୍ବରେ ବହୁ ବିଜେପି କର୍ମୀ ଯୋଗଦେଇଥିଲେ। 

ସୂଚନା ଅନୁଯାୟୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ ମୁଖ୍ୟମନ୍ତ୍ରୀଙ୍କୁ ବାରମ୍ବାର ଚିଠି ଲେଖିଛନ୍ତି ଯେ ଭଦ୍ରକ ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ହେଉନାହିଁ । ସେଥି ପାଇଁ ସରକାରୀ ଦଳ ଓ ରାଜ୍ୟ ସରକାରଙ୍କ ବୈମାତୃକ ମନୋଭବ କୁ ଦାୟୀ କରିଛି ବିଜେପି । ଆଗାମୀ ଦିନରେ ସମାନ ଦାବି ନେଇ ବିଜେପି ଆନ୍ଦୋଳନକୂ ଜୋରଦାର କରିବାକୁ ଚେତାବନୀ ଦେଇଛି ।

   Related Posts