vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ବାଲେଶ୍ବର ସିମୁଳିଆରେ ବିଜେପିର ମିଶ୍ରଣ ପର୍ବ; ବିଜେପିରେ ମିଶିବେ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା

21/10/2018 at 1:41 PM

ବାଲେଶ୍ବର ୨୧|୧୦: ଆଜି ବିଜେପିର ମିଶ୍ରଣ ପର୍ବ । ଦଳରେ ସାମିଲ ହେବେ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା । ଏହାସହ ବହୁ ସଂଖ୍ୟାରେ କଂଗ୍ରେସ କର୍ମୀ ମଧ୍ୟ ବିଜେପିରେ ମିଶିବେ । ବାଲେଶ୍ବର ଜିଲ୍ଲା ସିମୁଳିଆ ନିର୍ବାଚନମଣ୍ଡଳୀ ପତିରାଜପୁର ମେଳନ ପଡିଆରେ ଅନୁଷ୍ଠିତ ଦଳର ସମାବେଶରେ ମିଶ୍ରଣ ପର୍ବ ହେବ । ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଯୋଗେଦେବେ ।

   Related Posts