oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର:ପ୍ରଧାନ ଶିକ୍ଷକଙ୍କ ବଦଳିକୁ ବିରୋଧ, ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ
  • ||
  • ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା, ସ୍ୱାମୀ-ସ୍ତ୍ରୀ ଓ ଦୁଇ ଛୁଆ ମୃତ
  • ||
  • ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ, ବହୁଚର୍ଚ୍ଚିତ ପ୍ରେମ କାହାଣୀରେ ପଡିଲା ପୂର୍ଣ୍ଣଚ୍ଛେଦ
  • ||
  • ମହାଷଷ୍ଠୀରେ ଭିଜିବ ଉପକୂଳ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପହିଲାରୁ ବଢିବ ବର୍ଷା ପରିମାଣ
  • ||
  • ଶୁକ୍ରବାର ବସିବ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||

ତ୍ରିରଙ୍ଗାରେ ରଙ୍ଗାୟିତ ହେଲା ବ୍ଲାକ ପାଗୋଡା, ମନୋହର ଦୃଶ୍ୟ ଦେଖି ପର୍ଯ୍ୟଟକ ଆନନ୍ଦିତ

15/08/2022 at 8:48 AM

କୋଣାର୍କ ୧୫/୦୮: ସାରା ଦେଶ ସ୍ୱାଧିନତାର ୭୬ ବର୍ଷ ଉପଲକ୍ଷେ ଆଜାଦି କା ଅମୃତ ମହୋତ୍ସବ ପାଳନ ହେଉଛି । ଏହି ଅବସରରେ ଭାରତ ପ୍ରତ୍ନତତ୍ୱ ବିଭଗ ଦ୍ୱାରା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀକୁ ଅଗଷ୍ଟ ୧ ତାରିଖରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରବେଶ ଶୁକ୍ଳ ଛାଡ଼ କରଯାଇଛି ।

ସେହିପରି କୋଣାର୍କ ସୂର୍ଯ୍ୟରେ ମଧ୍ୟ୍ୟ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ସ୍ୱାଧିନତାର ୭୬ ବର୍ଷ ଉପଲକ୍ଷେ ବ୍ଲାକ ପାଗୋଡାକୁ ଗତ ସନ୍ଧ୍ୟାରେ ଆଲୋକ ଦ୍ୱାରା ତ୍ରିରଙ୍ଗା ରଙ୍ଗ ଆଲୋକରେ ରଙ୍ଗାୟିତ କରାଯାଇଛି । ଏହି ମନୋହର ଦୃଶ୍ୟ ଦେଖି ପର୍ଯ୍ୟଟକ ବେଶ ଆନନ୍ଦିତ ହୋଇଛନ୍ତି l

   Related Posts