Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

କାଲିମେଳାରେ ଡଙ୍ଗା ବୁଡି ୬ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

9/09/2022 at 8:30 PM

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ କୁଟୁମପାଲି ଡ଼ଙ୍ଗା ଘାଟରେ ଅଘଟଣ । ଭାରସାମ୍ୟ ହରାଇ ବୁଡ଼ିଲା ଡ଼ଙ୍ଗା । ଡ଼ଙ୍ଗା ବୁଡ଼ିରେ ୬ ଜଣ ନିଖୋଜ । MV ୭୯ ଓ ପଡ଼ିଆକୁ ସଂଯୋଗ କରୁଥିବା ପୋଟେରୁ ନଦୀରେ ହୋଇଛି ଅଘଟଣ । ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

   Related Posts