ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ପାରାଦୀପ ସମୁଦ୍ର ମୁହାଁଣରେ ଅଘଟଣ, ଭାରସାମ୍ୟ ହରାଇ ଓଲଟିଲା ମାଛଧରା ଡଙ୍ଗା

4/10/2021 at 5:10 PM

ପାରଦୀପ ୪।୧୦: ପାରାଦୀପ ସମୁଦ୍ର ମୁହାଁଣ ମୁହଁରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ମାଛଧରା ଡଙ୍ଗା । ମାଛଧରି ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଡଙ୍ଗାଟି ଓଲଟି ପଡିଛି । ଡଙ୍ଗା ଓଲଟିବା ଦେଖି ନିକଟରେ ଥିବା ଅନ୍ୟ ମତ୍ସ୍ୟଜୀବୀ ଡ଼ଙ୍ଗାରେ ଥିବା ୫ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ। ତେବେ ଓଲଟି ପଡିଥିବା ଡଙ୍ଗାର ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

   Related Posts