AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଗଛରେ ପିଟିହୋଇ ଓଲଟି ପଡିଲା ବୋଲେରୋ; ଜଣେ ମୃତ, ଗୁରୁତର

24/01/2019 at 10:43 AM

ବୌଦ୍ଧ ୨୪/୧ : ଭାରସାମ୍ୟ ହରାଇ ଗଛକୁ ପିଟିଲା ବୋଲେରୋ | ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ୨ ଗୁରୁତର ଅଛନ୍ତି | ବୌଦ୍ଧ ରାଧାନଗର ଛକ ନିକଟରେ ଦୁର୍ଘଟଣା ହୋଇଛି | ମୃତକ ହେଲେ ଜିଲ୍ଲା କୃଷି ଉପନିର୍ଦେଶକ ମନୋରଞ୍ଜନ ମଲ୍ଲିକ | ଗୁରୁତରଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି | ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ ଚଳାଇଛି |

   Related Posts