ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାସ୍ତା କଡକୁ ଓଲଟିଲା ବୋଲେରୋ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

24/08/2021 at 12:36 PM

ଉଦଳା ୨୪।୮: ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବୋଲେରୋ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ଏଭଳି ଦୁର୍ଘଟଣା ଘଟିଛି ଉଦଳା-ବାରିପଦା ରାଜ୍ୟ ରାଜପଥର ଅଦାପାଳ ଛକ ନିକଟରେ ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଭୋର ସମୟରେ ବାରିପଦାରୁ ଉଦଳା ଅଭିମୁଖେ ଆସୁଥିବା ଓଆର ୦୧ ଏମ ୮୦୯୮ ନମ୍ବର ବିଶିଷ୍ଟ ବୋଲେରୋ । ଅଦାପାଳ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବକୁ ଓଲଟି ପଡିଥିଲା ବୋଲେରୋ । କିନ୍ତୁ ଗାଡି ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସେ ଗାଡ଼ିରୁ ସୁରକ୍ଷିତ ଭାବେ ବାହାରି ଯାଇଛନ୍ତି । ତେବେ ଗାଡି ଚଳାଇବା ସମୟରେ ଆଖି ଲାଗି ଯାଇଥିବାରୁ ଏଭଳି ଏକ ଅଘଟଣ ଘଟିବାର ସନ୍ଦେହ କରାଯାଉଛି । ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts