oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ବୋମା ବିସ୍ଫୋରଣରେ ୩ମୃତ

14/12/2019 at 7:52 AM

କାଠମାଣ୍ଡୁ ୧୪।୧୨ : ନେପାଳ ଧନୁଷ ଜିଲ୍ଲାରେ ନିକଟରେ ବୋମା ବିସ୍ଫୋରଣ ହୋଇଥିବାର ଖବର ଆସିଛି । ବିଳମ୍ବିତ ରାତିରେ ଏହି ବିସ୍ଫୋରଣରେ ଜଣେ ପୋଲିସ କର୍ମଚାରୀ ସମେତ ଦୁଇଜଣ ସାଧାରଣ ଲୋକଙ୍କ ମୃତ୍ୟୁ ହୋଇଛି । ତେବେ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts