oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ବସ୍ ଭିତରୁ ଦାଦନ ଶ୍ରମିକଙ୍କ ମୃତଦେହ ଉଦ୍ଧାର

9/12/2020 at 5:30 PM

ଧର୍ମଗଡ ୯।୧୨: ପୁଣି ଦାଦନ ଶ୍ରମିକର ମୃତ୍ୟୁ । ବସ୍ ଭିତରୁ ଦାଦନ ଶ୍ରମିକଙ୍କ ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ ବସ୍ ଭିତରୁ ଉଦ୍ଧାର ହୋଇଛି l ଦାଦନ ଖଟିବାକୁ ଯାଇ ଫେରୁଥିବା ବେଳେ ବସ୍ ଭିତରେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିମ ହେଲେ ଧର୍ମଗଡ଼ ଥାନା ଥନଟ ଗାଁର ବବଲୁ ଦୁର୍ଗା ସେ ହାଇଦ୍ରାବାଦରୁ ଦେହ ଖରାପ ହେବାରୁ ନିଜ ଗାଁକୁ ଜନାର୍ଦ୍ଦନ ବସ୍ ରେ ଫେରୁଥିଲେ । ସେ ନିଜେ ବସିଥିବା ସିଟ୍ ରେ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା । ଧର୍ମଗଡ଼ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇବା ସହ ତଦନ୍ତ ଆରମ୍ଭ କରିଛି l

   Related Posts