AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଭୁଷୁଡିଲା ନିର୍ମାଣାଧୀନ ବ୍ରିଜ୍‌, ଦୁଇ ମୃତ

29/04/2020 at 10:32 AM

ବଲାଙ୍ଗିର ୨୯।୦୪: ଭୁଷୁଡିଲା ନିର୍ମାଣାଧୀନ ବ୍ରଜ୍‌ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ ନିକଟରେ ନିର୍ମାଣ ଚାଲିଥିବା ବ୍ରିଜ୍ ଭୁଷୁଡି ପଡିଛି । ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ସୁକତେଲ ନଦୀର ତମିଆ ମୁଦଲସର ରାସ୍ତାରେ ଥିବା ବ୍ରିଜ ଆଜି ଭୁଷୁଡି ପଡିଛି । ବ୍ରିଜଟି ଭୁଷୁଡିବା ଦ୍ୱାରା ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

   Related Posts