ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ରାଜଧାନୀରୁ ୭ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ, ୨ଜଣ ଗିରଫ

10/12/2018 at 4:35 PM

ଭୁବନେଶ୍ବର ୧୦|୧୨:  ରାଜଧାନୀରେ ପୁଣିବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ବରର ବରମୁଣ୍ଡା ଓ କୋଳଥିଆ ଅଞ୍ଚଳରୁ ୭୦ ଗ୍ରାମ୍ ବ୍ରାଉନସୁଗାରଜବତ କରିଛି ଅବକାରୀ ବିଭାଗ। ୨ ଜଣ ନିଶା ବେପାରୀ ମଧ୍ୟ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ଏକ ବାଇକ୍ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି।

   Related Posts