AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ଭୁବନେଶ୍ବରରୁ ୬୦ଗ୍ରାମ୍ ବ୍ରାଉନସୁଗାର ଜବତ ; ଜଣେ ଗିରଫ

25/01/2019 at 1:19 PM

ଭୁବନେଶ୍ବର ୨୫|୧: ପୁଣି ଭୁବନେଶ୍ବରରୁ ଜବତ ହୋଇଛି ବ୍ରାଉନସୁଗାର । ପଟିଆ ବିଗ୍‌ ବଜାର ଅଞ୍ଚଳରୁ ୬୦ ଗ୍ରାମ୍‌ ବ୍ରାଉନସୁଗାର ଜବତ ହୋଇଛି । ବ୍ରାଉନସୁଗାର ଜବତ କରିଛି କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ । ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛି । ଗିରଫ ଯୁବକ ଜଗତସିଂହପୁରର ବିଶ୍ବଜିତ ସ୍ବାଇଁ । ବ୍ରାଉନସୁଗାର କାରବାର କରୁଥିବା ବେଳେ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ହାତରେ ଧରାପଡିଛନ୍ତି ଯୁବକ ।

   Related Posts