oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ବସ୍ତିରେ ବେଧଡକ ଚାଲିଛି ଧଳାଜହର କାରବାର, ୨୨ ଲକ୍ଷର ବ୍ରାଉନସୁଗାର ଜବତ

12/08/2022 at 2:45 PM

ଭୁବନେଶ୍ୱର ୧୨/୦୮: ରାଜଧାନୀରେ ବେଧଡକ ଚାଲିଛି ଧଳାଜହର କାରବାର । ପୋଲିସର ନାକତଳେ ଜୋରଦାର ଚାଲିଛି ବେପାର । ବାରମ୍ୱାର ଏମିତି ହେବା ପରେ ପୋଲିସ କିଛି କରିପାରନଥିବା ଯାହା ସାଧରଣରେ ପ୍ରଶ୍ନବାଚୀ ସୃଷ୍ଟିକରିଛି ।

ଏବେ ପୁଣିଥରେ ୨୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ୱର କେଦାରପଲ୍ଲୀ ବସ୍ତିରୁ ଜବତ କରିଛି କଟକ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ । ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ବ୍ୟବସାୟୀ ଗିରଫ ହୋଇଛନ୍ତି । ଗିରଫ ମହିଳା ଜଣଙ୍କ ହେଲେ ସୁଷମା ନାୟକ ।

   Related Posts