oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ନିଜକୁ ଗୁଳି କରି ବିଏସ୍‌ଏଫ୍‌ ଯବାନଙ୍କ ଆତ୍ମହତ୍ୟା !

6/03/2021 at 10:14 AM

ଲମତାପୁଟ ୬।୩: ନିଜକୁ ନିଜେ ଗୁଳି କରି ଯବାନ ଆତ୍ମହତ୍ୟା କରିଥିବା ଅଭିଯୋଗ । କୋରାପୁଟ ଜିଲ୍ଲା ଜଲାପୁଟ ବିଏସଏଫ ୧୫ ନମ୍ବର ବାଟାଲିୟନରେ ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ଜଲାପୁଟ ବିଏସଏଫ ୧୫ ନମ୍ବର ବାଟାଲିୟନରେ ଜଣ ଯବାନ ନିଜ ମୁଣ୍ଡରେ ନିଜେ ଗୁଳି କରିଛନ୍ତି । ତେବେ ଯବାନ ଜଣଙ୍କ ଅତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ମୃତ ଯବାନ ଜଣଙ୍କ ହେଉଛନ୍ତି ରାଜସ୍ଥାନର ଇନ୍ଦର ସିଂହ । ତେହେ ତାଙ୍କ ଆତ୍ମହତ୍ୟା ପଛରେ କଣ କାରଣ ରହିଛି ତାହା ଜଣାପଡିନାହିଁ । ପୋଲିସର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts