vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ବସ୍‌କୁ ନେଇ ଯାଉଥିଲେ ଚୋର, ଓଏମ୍‌ପି ଛକରେ ଘଟିଲା ଦୁର୍ଘଟଣା

22/08/2020 at 11:41 AM

କଟକ ୨୨।୮: କଟକ ଓଏମପି ଛକ ନିକଟରେ ବସ୍ ଦୁର୍ଘଟଣା । ଚୋରମାନେ ଚୋରି କରି ନେଇଥିବା ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି ।

ଦୁର୍ଘଟଣାଗ୍ରସ୍ତ ବସଟିକୁ ଚୋରି କରିନେଇଯାଇଥିଲେ । ତେବେ କିଛି ଲୋକ ବସ୍ ଟିକୁ ଚୋରୀ କରିନେଇଥିବା ଚୋରଙ୍କ ପିଛା କରିଥିଲେ । ଏହାଦେଖି ଚୋରମାନେ ବ୍ୟତିବ୍ୟସ୍ତ ହୋଇପଡିଥିଲେ । ଫଳରେ ଚୋରମାନେ ଦୁର୍ଘଟଣା ଘଟାଇଥିବା ସୂଚନା ମିଳିଛି । ଘଟଣାରେ ପୋଲିସ କିଛି ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି ।

   Related Posts